www.samajalive.in
Monday, December 8, 2025
27.1 C
Bhubaneswar

ସନ୍ ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କଲେ ଜିଲ୍ଲାପାଳ

କଟକ: କଟକ ଜିଲା ତୁଳସୀପୁରରେ ସ୍ଥିତ ସନ୍ ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏହି ହସ୍ପିଟାଲକୁ ବନ୍ଦ କରାଯାଇଥିବା ସୂଚନା। ଅଗ୍ନିକାଣ୍ଡ ପରେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ସୋ କଜ୍ ନୋଟିସ୍ ହୋଇଥିଲା। ସନ୍ତୋଷଜନକ ଉତ୍ତର ନ ମିଳିବାରୁ ସାମୟିକ ଭାବେ ସନ୍ ହସ୍ପିଟାଲକୁ ପ୍ରଶାସନ ବନ୍ଦ କରିଦେଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ସନ୍‍ ହସ୍ପିଟାଲରେ ଫେବୃଆରୀ ୧ ତାରିଖରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ହସ୍ପିଟାଲର ୪ର୍ଥ ମହଲାରେ ଥିବା ନୂତନ କ୍ୟାଣ୍ଟିନରେ ଏହି ଅଗ୍ନିକାଣ୍ଡ ଘଟିଥିଲା।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories