www.samajalive.in
Monday, December 15, 2025
26.1 C
Bhubaneswar

କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ଅନଲାଇନ ଆବେଦନ ପାଇଁ ସମୟସୀମା ବୃଦ୍ଧି

ଭୁବନେଶ୍ବର: କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷ ପାଇଁ ଡିଗ୍ରୀ , ପିଜି ଓ ପିଏଚଡି ପାଠ୍ୟକ୍ରମ ପାଇଁ ଅନଲାଇନ ଆବେଦନ ସମୟସୀମାକୁ ମେ ୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସାରା ଦେଶରେ କରୋନା ଲକ ଡାଉନ ଜାରି ରହିଥିବାରୁ ପ୍ରଥମେ ୧୧ ଏପ୍ରିଲରୁ ୨୫କୁ ବଢାଯାଇଥିଲା। ଏହାକୁ ପୁଣିଥରେ ବଢାଯାଇ ମେ’ ୨୩କୁ ବୃଦ୍ଧି କରାଯାଇଛି।  ଛାତ୍ରଛାତୀମାନେ www.cucetexam.in. ଓ୍ବେବସାଇଟରେ ଯାଇ ଆବେଦନ କରିପାରିବେ। ଏହି ଶେଷ ତାରିଖ ପୂର୍ବରୁ ଆବେଦନ କରିବା ପାଇଁ ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଲୋକସମ୍ପର୍କ ଅଧିକାରୀ ଡକ୍ଟର ଫଗୁନାଥ ଭୋଇ ସୂଚନା ଦେଇଛନ୍ତି ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories