ଓଡିଶାର ପାରମ୍ପରିକ ଲୋକନୃତ୍ୟ ଚଇତି ଘୋଡ଼ା ନାଚ
ଭୁବନେଶ୍ୱର : ଓଡିଶାର ପାରମ୍ପରିକ ଲୋକନୃତ୍ୟ ମଧ୍ୟରେ ଚଇତି ଘୋଡ଼ା ନାଚ, ଚଇତାଳି ଘୋଡା ନାଟ ବେଶ ଲୋକପ୍ରିୟ। ଏହା ମୁଖ୍ୟତଃ ଓଡ଼ିଶାର ଉପକୂଳ ଅଞ୍ଚଳରେ କୈବର୍ତ୍ତ ମାନଙ୍କଦ୍ୱାରା ଆରମ୍ଭ ହୋଇ ସେହି ଅଞ୍ଚଳମାନଙ୍କରେ ଚୈତ୍ର ମାସ ପୂର୍ଣ୍ଣିମା ତିଥିରେ ପରିବେଷିତ ହୋଇଥାଏ । କୈବର୍ତ୍ତମାନେ ବାଉଁଶ ବତାରେ ଘୋଡ଼ାର ପାଦହୀନ ଦେହ ଓ ବେକ ଆକାରର ଗୋଟିଏ ଥାଟ ତିଆରି କରି ତା ଉପରେ ଲୁଗା ଆଦି ଘୋଡ଼ାନ୍ତି। ବେକ ଉପରେ ଘୋଡ଼ାମୁହଁ ପରି ଚିତ୍ରିତ … Continue reading ଓଡିଶାର ପାରମ୍ପରିକ ଲୋକନୃତ୍ୟ ଚଇତି ଘୋଡ଼ା ନାଚ
Copy and paste this URL into your WordPress site to embed
Copy and paste this code into your site to embed