www.samajalive.in
Friday, December 5, 2025
23.1 C
Bhubaneswar

ବାଲିଯାତ୍ରା: ରାତି ୧୧ଟା ଯାଏ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ

ସମାଜଲାଇଭ ଡେସ୍କ: କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ଅନୁମତି ଦିଆଯାଉଥିଲା। ହେଲେ ଗତବର୍ଷ ଏହାକୁ ନେଇ କିଛି ବିବାଦ ଉପୁଜିଥିଲା। ଏପରି କି ପୁଲିସ ରାତି ୧୦ଟା ପରେ କଳାକାରଙ୍କୁ ମଞ୍ଚରୁ ଓହ୍ଲାଇ ଦେଇଥିଲା। ତେଣୁ ଚଳିତ ଥର ସମୟସୀମା ବୃଦ୍ଧି କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories