www.samajalive.in
Saturday, December 13, 2025
21.1 C
Bhubaneswar

ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ

କଟକ: ଆଜି ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି ।  ସମୀର ଦେ’ଙ୍କ ଦେହାନ୍ତରେ ଆଜି ଦିନକ ପାଇଁ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖାଯିବ । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ୬୮ ବର୍ଷ ବୟସରେ କଟକର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ସ୍ବର୍ଗତ ଦେ’ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories