www.samajalive.in
Wednesday, December 10, 2025
26.1 C
Bhubaneswar

ବାଲେଶ୍ବରରୁ ହଟିଲା କର୍ଫ୍ୟୁ

ବାଲେଶ୍ବର : ବାଲେଶ୍ବର ସହରରୁ କର୍ଫ୍ୟୁ ସମ୍ପୂର୍ଣ୍ଣ ପ୍ରତ୍ୟାହୃତ ହୋଇଛି । ସ୍ଥିତି ସ୍ବାଭାବିକ ହେବା ପରେ ସହରରୁ କର୍ଫ୍ୟୁ ହଟାଇଲା ପ୍ରଶାସନ । କର୍ଫ୍ୟୁ ହଟିବା ନେଇ ବାଲେଶ୍ବର ଜିଲାପାଳ ଆଶିଷ ଠାକରେ ସୂଚନା ଦେଇଛନ୍ତି । ଭୁଲ ବୁଝାମଣାରୁ ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ ଯୋଗୁଁ ବାଲେଶ୍ବର ପୌରାଞ୍ଚଳ​ରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିପାଇଁ କର୍ଫ୍ୟୁ ଲାଗିଥିଲା। କିନ୍ତୁ ଏବେ ସ୍ଥିତିରେ ସୁଧାର ଆସିଥିବାରୁ କର୍ଫ୍ୟୁ ହଟାଇବା ପାଇଁ ନିଷ୍ପତ୍ତି ନେଇଛି ପ୍ରଶାସନ ।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories