www.samajalive.in
Monday, December 15, 2025
26.1 C
Bhubaneswar

ଏଏସ୍‌ଓ ଚୟନ ପ୍ରକ୍ରିୟାରେ ରୋକ

କଟକ : ବହୁ ପ୍ରତୀକ୍ଷିତ ଏଏସ୍‌ଓ ଚୟନ ପ୍ରକ୍ରିୟାରେ ହାଇକୋର୍ଟ ରୋକ ଲଗାଇଛନ୍ତି। ଜଣିକିଆ ଖଣ୍ଡପୀଠ ରାୟ ଉପରେ ସ୍ଥଗିତାଦେଶ ଜାରି କରାଯାଇଛି। ଜବାବ ଦାଖଲ ପାଇଁ ପ୍ରତିପକ୍ଷ ଓପିଏସ୍‌ସିକୁ ନୋଟିସ୍‌ ଦିଆଯାଇଛି। ସେପ୍ଟେମ୍ବର ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories