www.samajalive.in
Saturday, December 6, 2025
15.1 C
Bhubaneswar

ଗାଧୋଇବା ବେଳେ ନଦୀରେ ବୁଡିଗଲେ ବୃଦ୍ଧା

ସମାଜ ଡିଜିଟାଲ ଡେସ୍କ: କଟକ ଜିଲା ଖାନନଗର ଜଗନ୍ନାଥ ମନ୍ଦିର ନିକଟ କାଠଯୋଡି ନଦୀରେ ବୁଡିଗଲେ ବୃଦ୍ଧା। ଗାଧୋଇବା ବେଳେ ବୃଦ୍ଧା ବୁଡିଯିବାରୁ ତାଙ୍କର କୌଣସି ପତ୍ତା ମିଳୁନାହିଁ। ନିଖୋଜ ବୃଦ୍ଧା ଜଣକ ହେଲେ ଝାଞ୍ଜିରମଙ୍ଗଳା ଲୁଣିଆସାହିର। ସୂଚନା ଅନୁସାରେ ଶନିବାର ସକାଳେ ବୃଦ୍ଧା ଜଣଙ୍କ ଖାନନଗର ଜଗନ୍ନାଥ ମନ୍ଦିର ନିକଟ ଦେଇ ଯାଇଥିବା କାଠଯୋଡି ନଦୀରେ ଗାଧୋଇବା ବେଳେ ଅସାବଧାନତା କାରଣରୁ ଗୋଡ ଖସି ଯାଇଥିବାରୁ ଏହି ଅଘଟଣ ଘଟିଥିଲା। ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ବୃଦ୍ଧାଙ୍କୁ ଖୋଜାଖୋଜି କରୁଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories