www.samajalive.in
Tuesday, December 9, 2025
17.1 C
Bhubaneswar

୪ ହତ୍ୟାକାରୀଙ୍କୁ ଆଜୀବନ ଦଣ୍ଡାଦେଶ

କଟକ: ସଦରଥାନା ବ୍ରାହ୍ମଣଝରିଲୋରେ ବିନୋଦ ଦାସ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏହି ମାମଲାର ୪ ହତ୍ୟାକାରୀଙ୍କୁ ଏଡିଜେ-୩ ଆଜୀବନ ଦଣ୍ଡାଦେଶ ଦେଇଛନ୍ତି।

ଏଠାରେ ସୂଚନା ଯୋଗ୍ୟ ଯେ ୨୦୧୫ ଡିସେମ୍ବର ୬ରେ ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ହୋଇଥିଲା। ୪ ଦୋଷୀ ନିଗମାନନ୍ଦ ଜେନା, ନିହାର ରଞ୍ଜନ ଦାସ, ମାଧବ ଦାସ ଓ ସୁମନ ଦାସକୁ ଆଜୀବନ ସଜା। ଅନ୍ୟ ଅଭିଯୁକ୍ତ ଚକଲା ଜେନାର ୨୦୧୭ରେ ଏନକାଉଣ୍ଟରରେ ମୃତ୍ୟୁ ହୋଇଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories