www.samajalive.in
Sunday, December 7, 2025
16.1 C
Bhubaneswar

ଶନିବାର କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ

ଡେସ୍କ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଏବଂ ଜଳବନ୍ଦୀ ପରିସ୍ଥିତି ହେତୁ ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। କଟକ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories