www.samajalive.in
Tuesday, December 9, 2025
26.1 C
Bhubaneswar

ମାଞ୍ଜା ସୂତାରେ କଟିଲା ଯୁବକଙ୍କ ବେକ ଓ ହାତ

କଟକ : ଆସନ୍ତାକାଲି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ସବୁଠି ଗୁଡି ଉଡା ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ କଟକରେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। ମାଞ୍ଜା ସୂତା ଲାଗି ଜଣେ ଯୁବକଙ୍କ ବେକ କଟିଯାଇଛି। ଗତ ୪ ଦିନ ମଧ୍ୟରେ ଏଭଳି ୫ ଟି ଅଘଟଣ ଘଟିଛି। ଗତକାଲି ଅପରାହ୍ନରେ ତ୍ରିଶୁଳିଆ ବ୍ରିଜ୍ ନିକଟରେ ୩ ଜଣ ଯୁବକ ଗୁଳି ସୂତା ଲାଗି ଆହତ ହୋଇଛନ୍ତି। ଜଣଙ୍କର ବେକରେ ଆଘାତ ଲାଗିଥିବାବେଳେ ଅନ୍ୟ ଜଣେ ଯୁବକଙ୍କର ଆଙ୍ଗୁଠି କଟି ଯାଇଛି। ସେହିପରି ୯ ତାରିଖରେ କଟକ ବୟାଳିଶି ମୌଜା ଅଞ୍ଚଳରେ ଜଣେ ବ୍ୟକ୍ତି ଗୁଡି ସୂତାରେ ଆହତ ହୋଇଥିଲେ।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories