www.samajalive.in
Sunday, December 7, 2025
26.1 C
Bhubaneswar

ଏକ ପୋଲ ତଳୁ ନିଖୋଜ ଥିବା ଦଶମଶ୍ରେଣୀ ଛାତ୍ରଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

କଟକ- କଟକରେ ନିଖୋଜ ଥିବା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । କାଠଯୋଡି ପୋଲ ତଳୁ ଏହି ଛାତ୍ରଙ୍କ ମୃତ ଦେହକୁ ଦେଖି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ । ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ୍‌କୁ ପଠାଇଛି । ଛାତ୍ରଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି ।

କଟକ କଲ୍ୟାଣ ନଗରର ଅଞ୍ଚଳର ଏହି ଛାତ୍ର କିଛି ଦିନ ଧରି ନିଖୋଜ ଥିଲେ । ନଦୀ ବାଲି ଉପରେ ତାଙ୍କ ମୃତ ଦେହ ଦେଖି ସ୍ଥାନୀୟ ଲୋକ ପୁଲିସ କୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ ଏବଂ ଫୋରେନସିକ୍‌ ଟିମ୍ ପହଞ୍ଚି ଏହାର ତଦନ୍ତ କରିଛନ୍ତି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories