କଟକ: କଟକ ନରାଜ ନିକଟରେ ସିରିଜ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ନିଶାଶକ୍ତ ପୁଲିସ ଦୁର୍ଘଟଣା ଘଟାଇଥିବା ଅଭିଯୋଗ ହୋଇଛି। ଦୁଇଟି ବାଇକ ଓ ସାଇକଲକୁ କାରଟି ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବାବେଳେ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!