www.samajalive.in
Friday, December 12, 2025
14.1 C
Bhubaneswar

ଲଜରୁ ଫୁଲ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର

କଟକ: ଲଜରୁ ଫୁଲ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଜଗତପୁର ଥାନା ଅଞ୍ଚଳର ଏକ ଲଜରୁ ମିଳିଲା ଫୁଲ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର ହୋଇି। ଶୁକ୍ରବାର ୩ରୁ ୪ଜଣ ଯୁବକଙ୍କ ସହ ଜଗତପୁର ଅଞ୍ଚଳରେ ଥିବା ଏକ ଲଜକୁ ଯାଇଥିଲେ ଫୁଲ ବ୍ୟବସାୟୀ। ଆଜି ସେହି ଲଜରୁ ଫୁଲ ବ୍ୟବସାୟୀଙ୍କ ମୃତଦେହ ପୁଲିସକୁ ମିଳିଛି। ଲଜରୁ ପୁଲିସ ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ଫୁଲ ବ୍ୟବସାୟୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଫୁଲ ବ୍ୟବସାୟୀଙ୍କ ମୃତ୍ୟୁର କାରଣ ଜଣାପଡ଼ିବ। ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରି ଜଗତପୁର ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories