www.samajalive.in
Tuesday, December 9, 2025
16.1 C
Bhubaneswar

କୂଅରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

କଟକ : କଟକ ଜିଲା ଆଠଗଡ଼ ରେଞ୍ଜ ଅନ୍ତର୍ଗତ ବୁଦ୍ଧିଆପାଟଣା ଅଂଚଳରେ ଥିବା କୂଅରୁଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଥିବା ରବିବାର ଜଣାପଡ଼ିଛି। ବଜ୍ରକାପ୍ତାଟିର ବୟସ ପ୍ରାୟ ୫ ବର୍ଷ ହେବ। ବଜ୍ରକାପ୍ତାଟି କୂଅରେ ପଡ଼ିଥିବା ଗ୍ରାମବାସୀ ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ପହଂଚି ବଜ୍ରକାପ୍ତାଟିକୁ ଉଦ୍ଧାର କରିଥିବା ନେଇ ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories