www.samajalive.in
Saturday, December 6, 2025
26.1 C
Bhubaneswar

ଆରଟିଓ ପକ୍ଷରୁ କଟକରେ ସଚେତନତା କାର୍ଯ୍ୟକ୍ରମ

କଟକ: ଆରଟିଓ କର୍ମଚାରୀଙ୍କ ଦ୍ୱାରା କଟକରେ ସ୍ୱତନ୍ତ୍ର ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଗାଡ଼ି ଚଳାଉଥିବା ନାବାଳକ ଓ ଶିଶୁଙ୍କୁ ଏନେଇ ଏହି କାର୍ଯ୍ୟକ୍ରମରେ ସଚେତନ କରାଯାଇଥିଲା । ସିଡିଏ ଡିଏଭି ପବ୍ଲିକ୍‌ ସ୍କୁଲ ପରିସରରେ ଏହି କାର୍ଯ୍ୟକ୍ରମ ହୋଇଥିବା ବେଳେ କଟକର ଆରଟିଓ କର୍ମଚାରୀ ମାନେ ପିଲାମାନଙ୍କ ଗାଡ଼ି ଚାଳନା ଆଇନ ବିରୋଧ ବୋଲି କହିଥିଲେ ।  ତାହାସହ ସେଠାରେ ଉପସ୍ଥିତ ଥିବା ପିଲାମାନଙ୍କ ଅଭିଭାବକଙ୍କୁ ଏନେଇ ଅବଗତ କରାଇଥିଲେ ।  ଆଗାମୀ ଦିନରେ ଏହି କାର୍ଯ୍ୟକ୍ରମକୁ ବିଭିନ୍ନ ବିଦ୍ୟାଳୟ ସମ୍ମୁଖରେ କରାଯିବନେଇ କୁହାଯାଇଥିଲା ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories