www.samajalive.in
Sunday, December 7, 2025
23.1 C
Bhubaneswar

ଅନୁଭବଙ୍କ ପୈତୃକ ଘର ଛାଡ଼ିବେ ବର୍ଷା

କଟକ: ସାଂସଦ ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ମାମଲା । ଅନୁଭବଙ୍କ ସପକ୍ଷରେ ରାୟ ପ୍ରଦାନ କରିଛନ୍ତି ଏସଡିଜେଏମ କୋର୍ଟ । ଅନୁଭବଙ୍କ ଆବେଦନକୁ ଏସଡିଜେଏମ କୋର୍ଟ ଗ୍ରହଣ କରିବା ସହ ପତ୍ନୀ ବର୍ଷା ପ୍ରୀୟଦର୍ଶିନୀଙ୍କୁ ଘର ଛାଡ଼ିବାକୁ ନିର୍ଦେଶ ଦେଇଛନ୍ତି । ଏସଡିଜେଏମ କୋର୍ଟଙ୍କ ନିର୍ଦେଶ ଅନୁଯାୟୀ ସାଂସଦ ଅନୁଭବଙ୍କ ପୈତୃକ ଘର ଛାଡ଼ିବେ​‌ ପତ୍ନୀ ବର୍ଷା ପ୍ରୀୟଦର୍ଶିନୀ । ହେଲେ ବର୍ଷାଙ୍କ ରହଣି ପାଇଁ ସାଂସଦ ଅନୁଭବ ମହାନ୍ତି ମାସିକ ୩୦ ହଜାର ଟଙ୍କା ଦେବେ । ପ୍ରତିମାସର ୧୦ ତାରିଖ କିମ୍ବା ୧୦ତାରିଖ ମଧ୍ୟରେ ୩୦ ହଜାର ଟଙ୍କା ଅନୁଭବଙ୍କୁ ଦେବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ପ୍ରଥମ ମାସର ଟଙ୍କା ପାଇବାର ଦୁଇ ମାସ ମଧ୍ୟରେ ବର୍ଷାଙ୍କୁ ଘର ଛାଡ଼ିକୁ କୋର୍ଟ ନିର୍ଦେଶ ଦେଇଛନ୍ତି ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories