ଜୁଲାଇ ୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
କଟକ: ଜୁଲାଇ ୨୬ରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମହାମହିମ ମା’ କଟକ ଚଣ୍ଡୀଙ୍କ ଦର୍ଶନ ସହିତ ଗୋରାକବର, ଏସସିବି ମେଡିକାଲ, ନେତାଜୀ ସୁବାସ ବୋଷଙ୍କ ଜନ୍ମ ସ୍ଥାନ ଓ ଜାତୀୟ ଆଇନ ବିଶ୍ବବିଦ୍ୟାଳୟ ଯିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି। ଏହାପରେ ୨୭ ତାରିଖରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ହିରକ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ।
Comments are closed.