www.samajalive.in
Sunday, December 7, 2025
14.1 C
Bhubaneswar

ହାଇକୋର୍ଟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ରାଷ୍ଟ୍ରପତି

କଟକ : ଇନ୍‌ଡୋର ଷ୍ଟାଡ଼ିୟମରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି। ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କୁ ଦେଖିବାକୁ ପ୍ରବଳ ଭିଡ଼ ଲାଗିଛି। ରାଷ୍ଟ୍ରପତି ପାଟିରୁ ଦୁଇପଦ ଶୁଣିବାକୁ ଉତ୍କଣ୍ଠାର ସହିତ ଅପେକ୍ଷା କରିଛନ୍ତି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories