www.samajalive.in
Sunday, December 7, 2025
18.1 C
Bhubaneswar

ବଢ଼ିଲା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡ଼ୁଆ : ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

କଟକ : ଜଣେ ଯୁବତୀଙ୍କୁ ଧମକ ଚମକ ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ସୌରିନଙ୍କ ଆଗୁଆ ଜାମିନ ଆବେଦନର ରାୟ ପ୍ରକାଶ କରି କୋର୍ଟ କହିଛନ୍ତି ଯେ, ୨୦୧୬ ମସିହାରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ରହିଛି। ପୀଡ଼ିତାଙ୍କ ୧୬୪ ଧାରାରେ ବୟାନ ରେକର୍ଡ ଏବଂ ପ୍ରାରମ୍ଭିକ ତଦନ୍ତରୁ ଏହା ସ୍ପଷ୍ଟ ହୋଇଛି। ଏସବୁକୁ ଦୃଷ୍ଟିରେ ରଖି ପୂର୍ଣ୍ଣାଙ୍ଗ ତଦନ୍ତ ପାଇଁ ସୌରିନଙ୍କ ଉପସ୍ଥିତି ଆବଶ୍ୟକ ଦର୍ଶାଇ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଥିବା ଜଣାପଡ଼ିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories