www.samajalive.in
Sunday, December 7, 2025
18.1 C
Bhubaneswar

ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍‍ . ଆଇ ପରିଜାଙ୍କ ପରଲୋକ

କଟକ : ପୂର୍ବତନ ମୁଖ୍ୟ ଶାସନ ସଚିବ ଲଲାଟ ଇନ୍ଦୁ ପରିଜା (ଏଲ୍‍ . ଆଇ ପରିଜା)ଙ୍କ ସୋମବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏଲ୍‍ . ଆଇ ପରିଜା ହେଉଛନ୍ତି ଖ୍ୟାତନାମା ବୈଜ୍ଞାନିକ ପ୍ରାଣକୃଷ୍ଣ ପରିଜାଙ୍କ ପୁଅ। ସେ ଦୁଇ ଦୁଇ ଥର ଓଡ଼ିଶାର ମୁଖ୍ୟ ଶାସନ ସଚିବ ରହିଥିଲେ। ଏହାସହ ଓଡ଼ିଶା ଲୋକସେବା ଆୟୋଗର ପୂର୍ବତନ ଅଧ୍ୟକ୍ଷ ଓ ଓଡ଼ିଶା ରଣଜୀ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମଧ୍ୟ ଥିଲେ। ଗତ ଶନିବାର ଦିନ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories