www.samajalive.in
Monday, December 8, 2025
13.1 C
Bhubaneswar

ଗଣେଶ ପୂଜାରେ ଗୋଷ୍ଠୀ ସଂଘର୍ଷ, ୨ ଗୁରୁତର ଆହତ

କଟକ: ଗଣେଶ ପୂଜାରେ ବିଡ଼ାନାସୀ ନୂଆସାହିରେ ଗୋଷ୍ଠୀ ସଂଘର୍ଷ ଘଟିଥିବା ଜଣାପଡ଼ିଛି। ଗୋଟିଏ ଗୋଷ୍ଠୀର ଜଣଙ୍କ ପେଟରେ ବୋତଲ ଭୁସିଦେଲେ ଅପରଗୋଷ୍ଠୀ। ଉଭୟ ଗୋଷ୍ଠୀର ଜଣେ ଲେଖାଏଁ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ବିଡ଼ାନାସୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories