www.samajalive.in
Sunday, December 7, 2025
18.1 C
Bhubaneswar

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ସମ୍ପର୍କିତ ମାମଲା: ଗଠନ ହେବ ଉଚ୍ଚସ୍ତରୀୟ କମିଟି, ନିର୍ଦେଶ ଦେଲେ ହାଇକୋର୍ଟ

କଟକ: ଓଡ଼ିଶା ହାଇକୋର୍ଟରେ ରତ୍ନଭଣ୍ଡାର ସମ୍ପର୍କିତ ଗୁରୁତ୍ବପୂର୍ଣ୍ଣ ମାମଲାର ଶୁଣାଣି ହୋଇଛି। ରତ୍ନଭଣ୍ଡାର ମରାମତି ପାଇଁ ଗଠନ କମିଟି ହେବ ଏବଂ ଏହାସହ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରତ୍ନଭଣ୍ଡାର ମରାମତି ପାଇଁ ଗଠନ କମିଟି ହେବ। ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କ​‌େ​‌ର, ତେବେ କମିଟି ଗଠନ କରିବେ। ଅନୁରୋଧ ପରେ ୨ ମାସ ମଧ୍ୟରେ କମିଟି ଗଠନ ପାଇଁ ନିର୍ଦେଶ। ତେବେ ରତ୍ନଭଣ୍ଡାର ସମ୍ପତି ଓ ମରାମତି ଉପରେ ହସ୍ତକ୍ଷେପ ପାଇଁ ହାଇକୋର୍ଟ ମନାକଲେ। ଶ୍ରୀମନ୍ଦିର ପ୍ରଶାସନ କମିଟି ନେଇଥିବା ନିଷ୍ପତ୍ତିରେ ହସ୍ତକ୍ଷେପ ପାଇଁ ମନାକରିଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories