www.samajalive.in
Wednesday, December 10, 2025
23.1 C
Bhubaneswar

ଧରାପଡିଲା ଦୁଇ ବନ୍ଧୁକ. ୮ ଗୁଳି

କଟକ ): ବାଦlମବାଡ଼ି ଥାନା ପୁଲିସ ଜଣେ ଅପରାଧୀକୁ ଧରିବା ସହିତ ତା ଘରୁ ଦୁଇଟି ଦେଶୀ ବନ୍ଧୁକ ଓ ଗୁଳି ଜବତ କରିଛି। ଦୀର୍ଘ ଦିନ ହେବ ଏହି ବନ୍ଧୁକ ବେଆଇନ ଭାବେ ଘରେ ଗଚ୍ଛିତ କରି ରଖିଥିବା ସଂକ୍ରାନ୍ତ ସୂଚନା ଆଧାରରେ ପୁଲିସ ଚଢ଼ଉ କରିଥିଲା।

ଅଭିଯୁକ୍ତ ଜଣକ ହେଲା ଶଙ୍କରପୁର ପରିଡା ସାହିର ସୁରେଶ କୁମାର ପରିଡ଼ା(୫୫)। ସେ ଏହି ବନ୍ଧୁକ କେଉଁଠାରୁ ଆଣିଲା, ସେ ନେଇ ପୁଲିସ ତନାଘନା ଆରମ୍ଭ କରିଛି l

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories