www.samajalive.in
Friday, December 5, 2025
20.1 C
Bhubaneswar

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ କଟକକୁ ରେଡ୍ ଆଲର୍ଟ

ଭୁବନେଶ୍ଵର: ଜଳୁଛି ସାରା ଓଡିଶା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ କଟକକୁ ରେଡ୍ ଆଲର୍ଟ ଜାରି କରାଯାଇଥିବାବେଳେ ଭୁବନେଶ୍ଵରକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗରମ ଏବଂ ଗୁଳୁଗୁଳି ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପକାଉଛି। ଘରୁ ବାହାରିବା ବି ମୁସ୍କିଲ ହୋଇପଡିଛି। ସାଢେ ୧୧ଟା ସୁଦ୍ଧା ୪୧ ଡିଗ୍ରୀ ଟପିଛି ପାରଦ। ୪୧.୪ ଡିଗ୍ରୀ ସହ ବାଲେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି।  କେନ୍ଦୁଝର ୪୧,  ଭୁବନେଶ୍ୱର ୪୦.୪°,  ଝାରସୁଗୁଡା  ୩୯.୮,  ହୀରାକୁଦ: ୩୯,  ରାଉରକେଲା ୩୯,  ସମ୍ବଲପୁର ୩୮.୬,  ଚାନ୍ଦବାଲି ୩୮.୨,  ପୁରୀ ୩୩.୮ , ଗୋପାଳପୁର ୩୩.୨, ପାରାଦୀପ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories