www.samajalive.in
Friday, December 12, 2025
14.1 C
Bhubaneswar

ପାଇପ୍‌‌ ଫାଟି ଦବିଲା ରାସ୍ତା, ଯାତାୟାତ ବାଧାପ୍ରାପ୍ତ

କଟକ: ମଝି ରାସ୍ତରାସ୍ତାରେ ହଠାତ ଦବିଲା ରାସ୍ତା। ପାଣି ପାଇପ ଫାଟି କଟକ ନୂଆପଡା ଛକରେ ରାସ୍ତା ଦବି ଯାଇଛି। ରାସ୍ତାରେ ବିରାଟ ଗର୍ତ୍ତ ସୃଷ୍ଟି ହେବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ନୂଆପଡାରୁ ଖାନନଗୀ ରାସ୍ତାରେ ଯାତାୟାତରେ ସମସ୍ୟା ଦେଖାଦେଇଛି। ଏହି ରାସ୍ତାଟି ନୂଆପଡରୁ ଲିଙ୍କ ରୋଡକୁ ସଂଯୋଗ କରୁଛି। ଯାତାୟାତ ବନ୍ଦ ହୋଇଥିବାରୁ ରାସ୍ତାର ଦୁଇ ପଟେ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଘଟଣାସ୍ଥଳରେ ମେୟର ସୁବାଷ ସିଂହ ପହଞ୍ଚି ସ୍ଥିତି ଯାଞ୍ଚ କରୁଛନ୍ତି।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories