www.samajalive.in
Sunday, December 14, 2025
23.1 C
Bhubaneswar

କଟକ ଏସସିବିରୁ ଶିଶୁ ଚୋରି !

ଭୁବନେଶ୍ବର: କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ(ଏସସିବି)ର ସ୍ପେଶିଆଲ ନ୍ୟୁବର୍ଣ୍ଣ କେୟାର ୟୁନିଟ(ଏସଏନସିୟୁ)ରୁ ନବଜାତ ଶିଶୁ କନ୍ୟା ଚୋରି କରାଯାଇଥିବା ଅଭିଯୋଗ ହୋଇଛି। ଚୋରି ଯାଇଥିବା ନବଜାତକର ମା’ ଯାଆଁଳ କନ୍ୟା ପ୍ରସବ କରିଥିଲେ। ଗୋଟିଏ ଝିଅକୁ ଧରି ମା’ ପ୍ରସୂତି ବିଭାଗ ୱାର୍ଡରେ ଅଛନ୍ତି। ଅନ୍ୟ ଝିଅଟି ଜଣ୍ଡିସ ଆକ୍ରାନ୍ତ ହେବାକୁ ତାଙ୍କୁ ଏସଏନସିୟୁରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଏସଏନସିୟୁରୁ ଝିଅଟିକୁ କେହି ନେଇ ଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଚୋରି ଅଭିଯୋଗ ମିଳିବା ପରେ କଟକ ଏସସିବି ମେଡ଼ିକାଲ କର୍ତ୍ତୃପକ୍ଷ ଖୋଳତାଡ଼ ଆରମ୍ଭ କରିଛନ୍ତି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories