www.samajalive.in
Tuesday, December 9, 2025
26.1 C
Bhubaneswar

ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଖୁଣ୍ଟୁଣୀ ଥାନା ପରିଦର୍ଶନ

ଗୁରୁଡିଝାଟିଆ : ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡା ପ୍ରଥମ କରି ଖୁଣ୍ଟୁଣୀ ଥାନା ପରିଦର୍ଶନ କରିଛନ୍ତି । ଶୁକ୍ରବାର ଅପରାହ୍ନରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା ଖୁଣ୍ଟୁଣୀ ଥାନାରେ ପହଞ୍ଚି ମକଦ୍ଦମାର ନଥିପତ୍ର ତନଖି କରିବା, ପୁରୁଣା ମାମଲାକୁ ଶୀଘ୍ର ସମାପ୍ତ କରିବା, ଫେରାର ଆସାମୀ ମାମନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଥାନା ଅଧିକାରୀ ଭବାନୀ ଶଙ୍କର ଖୁଣ୍ଟିଆଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଧିକ୍ଷକଙ୍କ ଏହି ଗ୍ରସ୍ତକାଳରେ ଚୌଦ୍ୱାର ଏସଡିପିଓ ସତ୍ୟବ୍ରତ ଲେଙ୍କା ଓ ଥାନାର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories