www.samajalive.in
Monday, December 15, 2025
17.1 C
Bhubaneswar

ଦୋଳବିମାନ ଯିବା ସମୟରେ କଟକରେ ଗୋଷ୍ଠୀ ସଂଘର୍ଷ

କଟକ- ଦୋଳ ବିମାନଯିବା ସମୟରେ କଟକରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଉତ୍ତମାପୁର ଏବଂ ସୁଭଦ୍ରାପୁରର ଦୁଇ ଗୋଷ୍ଠୀ ମଧ୍ୟରେ ଏହି ସଂଘର୍ଷ ଘଟିଛି । ଦୋଳ ବିମାନ ଯିବା ସମୟରେ ଢେଲା ପଥର ମାଡରୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା ।

ଢେଲାପଥର ମାଡ ପରେ ମାରଣାସ୍ତ୍ରରେ ଦୁଇ ଗୋଷ୍ଠୀ ଆକ୍ରମଣ କରିଥିବା ସୂଚନା ମିଳିଛି । ଉଭୟ ଗୋଷ୍ଠୀର ଏକିଧିକ ଲୋକ ଆହତ ହୋଇଛନ୍ତି । କଟକ ସଦର ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି । ଉତ୍ତେଜନାକୁ ଦୃଷ୍ଟିରେ ସେଠାରେ ପୁଲିସ ମୁତୟନ କରାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories