www.samajalive.in
Monday, December 8, 2025
13.1 C
Bhubaneswar

ଗଣେଶ ମୂର୍ତ୍ତୀ ନେବା ବେଳେ ବିଦ୍ୟୁତ ତାର ଲାଗି ଛାତ୍ର ମୃତ

କଟକ- କଟକ ନରାଜ ନିକଟର ଥିବା ଏକ ଘରୋଇ ବିଶ୍ୱବିଦ୍ୟାଳୟରେ ବିଦ୍ୟୁତ ତାର ବାଜି ଛାତ୍ର ମୃତ ।

ଗଣେଶ ମୂର୍ତ୍ତୀ ନେବା ବେଳେ ତିନିଜଣ ଛାତ୍ର ବିଦ୍ୟୁତ୍‌ ତାର ସମ୍ପର୍କରେ ଆସିଥିଲେ । ଏଥିରେ ଜଣେ ଛାତ୍ରଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ଚିକିତ୍ସା ପାଇଁ କଟକର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Hot this week

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

Related Articles

Popular Categories