www.samajalive.in
Monday, December 15, 2025
17.1 C
Bhubaneswar

ବ୍ୟାଡ୍‍ମିଣ୍ଟନ୍‍ରେ ଭାରତକୁ ସ୍ୱର୍ଣ୍ଣ

ଗୋଲ୍ଡକୋଷ୍ଟ: ମହିଳା ବ୍ୟାଡ୍‍ମିଣ୍ଟନ୍‍ରେ ଭାରତକୁ ସ୍ୱର୍ଣ୍ଣ ପଦକ ମିଳିଛି। ରୌପ୍ୟ ପଦକ ମଧ୍ୟ ଭାରତ ଭାଗରେ ପଡ଼ିଛି। ଆଜି ଫାଇନାଲ୍‍ରେ ଭାରତର ଦୁଇ ଆନ୍ତର୍ଜାତିକ ଷ୍ଟାର ଖେଳାଳି ସାଇନା ନେହେୱାଲ୍‍ ଓ ପି ଭି ସିନ୍ଧୁ ଭେଟିଥିଲେ। ତେଣୁ ଉଭୟ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ଭାରତ ପାଇବା ନିଶ୍ଚିତ ହୋଇଥିଲା। ଫାଇନାଲ୍‍ରେ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‍ରେ ସିନ୍ଧୁଙ୍କୁ ୨୧-୧୮, ୨୩-୨୧ ରେ ହରାଇ ସାଇନା ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ସିନ୍ଧୁଙ୍କୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ସେହିପରି ପୁରୁଷ ବ୍ୟାଡ୍‍ମିଣ୍ଟନ୍‍ରେ କିଦାମ୍ବି ଶ୍ରୀକାନ୍ତଙ୍କୁ ମଧ୍ୟ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories