www.samajalive.in
Sunday, December 14, 2025
16.1 C
Bhubaneswar

ଉଷା ପାଢ଼ୀଙ୍କ ନାଁରେ ସାଇବର ଠକେଇ ଉଦ୍ୟମ, ଦେଖନ୍ତୁ ହ୍ବାଟ୍ସଆପରେ କେମିତି ମେସେଜ କରି ଟଙ୍କା ମାଗୁଛି ଠକ…

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ଆଇଏଏସ ଅଧିକାରୀ ତଥା ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନାମରେ ସାଇବର ଠକେଇ ଉଦ୍ୟମ ହୋଇଛି। ପାଢ଼ୀଙ୍କ ନାମରେ ହ୍ବାଟ୍ସଆପରେ ନକଲି ଆକାଉଣ୍ଟ ଖୋଲି ତାଙ୍କ ଫଟୋକୁ ଡିପି ରଖି ଜଣାଶୁଣା ଲୋକଙ୍କୁ ଟଙ୍କା ମଗାଯାଉଥିବା ଅଭିଯୋଗ ହୋଇଛି।

- Advertisement -

ପାଢ଼ୀ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ଜନସାଧାରଣଙ୍କୁ ଅବଗତ କରିଛନ୍ତି। ସାଇବର ଠକ ପାଢ଼ୀଙ୍କ ନିକଟ ସମ୍ପର୍କୀୟ ଏବଂ ଚିହ୍ନାଜଣା ଲୋକଙ୍କୁ ହ୍ବାଟ୍ସଆପରେ ବାର୍ତ୍ତା ପଠାଇ ୫୦ ହଜାର ଟଙ୍କା ମାଗୁଛନ୍ତି। ଏହାର ସ୍କ୍ରିନସଟକୁ ପାଢ଼ୀ ନିଜ ସାମାଜିକ ଗଣମାଧ୍ୟମ ଆକାଉଣ୍ଟରେ ଶେୟାର କରିବା ସହିତ ଏଭଳି ଠକଙ୍କଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories