www.samajalive.in
Sunday, December 14, 2025
19.1 C
Bhubaneswar

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ଝିଅ ଦୀପାଳି ଦାସ ସାଇବର ଠକେଇର ଶିକାର

ଭୁବନେଶ୍ୱର(ସମାଜ ଡିଜିଟାଲ୍‌ ଡେସ୍କ)- ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସଙ୍କ ଝିଅ ଦୀପାଳି ଦାସ ସାଇବର ଠକେଇର ଶିକାର । ତାଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା ଲୁଟି ନେଇଛି ସାଇବର ଲୁଟେରା । ଏ ନେଇ ଦୀପାଳି ସମ୍ବଲପୁର ଅଇଁଠାପଲ୍ଲୀ ଥାନାରେ ଅଭିଯୋଗ କରିଛନ୍ତି ।

ତାଙ୍କ ମୋବାଇଲ୍‌କୁ ଏକ ଓଟିପି ଆସିଥିଲା । ମାତ୍ର ଏହାକୁ ସେ କାହାକୁ ସେୟାର କରି ନଥିବା କଥା କହିଛନ୍ତି । ପରେ ତାଙ୍କ ମୋବାଇଲ୍‌କୁ ଟଙ୍କା କଟିଯାଇଥିବା ନେଇ ଦୁଇଟି ମେସେଜ୍‌ ଆସିଥିଲା । ଥରେ ୫୦ହଜାର ଏବଂ ଆଉଥରେ ଲକ୍ଷେ ଟଙ୍କା କଟିଯାଇଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି । ପୁଲିସ ଅଭିଯୋଗ ଆଧାରରେ ଏହାର ତଦନ୍ତ କରୁଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories