www.samajalive.in
Saturday, December 6, 2025
16.1 C
Bhubaneswar

ସ୍ଥଳ ଭାଗ ଛୁଇଁଲା ତିତଲି, ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ

ଭୁବନେଶ୍ୱର/କଟକ.-  ବାତ୍ୟା ତିତଲି  ଗୁରୁବର ସକାଳେ ସ୍ଥଳ ଭାଗ ଛୁଇଁଛି । ଏହାପରେ ପବନର ବେଗ ହ୍ରାସ ପାଇଛି ।  ସ୍ଥଳ ଭାଗ ଛୁଇଁବା ସମୟରେ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ କରିଛି । ମାତ୍ର ବଡ ଧରଣର ବିପତ୍ତି ଟଳି ଯାଇଛି । ଓଡିଶାର ଗୋପଳପୁର ଓ ଆନ୍ଧ୍ରପ୍ରଦେଶର କଳିଙ୍ଗ ପଟନମ୍‌ ମଝିରେ ଏହା ସ୍ଥଳ ଭାଗ ଛୁଇଁଛି ।

ଗୋପାଳପୁର ରେ ୧୩୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇଥିଲା।  ଗୋପାଳପୁର ଓ ବ୍ରହ୍ମପୁର ସଡକ ଯୋଗା ଯୋଗ ବିଚ୍ଛିନ୍ନ ହୋଇଛି । ଏହାର ବେଗ ଧିରେ ଧିରେ ହ୍ରାସ ପାଇବା ସହ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories