www.samajalive.in
Sunday, December 7, 2025
18.1 C
Bhubaneswar

୨୩ରେ ବାତ୍ୟା! ୨୪ରେ ଲ୍ୟାଣ୍ଡଫଲ୍ : ଆଇଏମ୍‌ଡି

ଭୁବନେଶ୍ଵର: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଏହାପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ସମ୍ଭାବ୍ୟ ବାତ୍ୟା। ୨୪ ତାରିଖ ସକାଳେ  ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଏ ନେଇ ଆଇଏମଡି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories