ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟାର ରୂପ ନେଇ ମାଡି ଆସୁଛି। ଓଡ଼ିଶା ଉପକୂଳ ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ରହିଛି। ୨୪ତାରିଖ ରାତି ଓ ୨୫ତାରିଖ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା। ସ୍ଥଳଭାଗ ଛୁଇଁବା ବେଳେ ୧୧୦ରୁ ୧୨୦ କି.ମି ବେଗରେ ପବନ ବହିବ। ବାତ୍ୟା ପ୍ରଭାବରେ ଆଜି ସନ୍ଧ୍ୟାରୁ ଉପକୂଳରେ ପ୍ରବଳ ବର୍ଷା ଆରମ୍ଭ ହେବ। Related Posts ବାତ୍ୟା ‘ଦାନା’ … Continue reading ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା