ବାତ୍ୟା ‘ଦାନା’ ପ୍ରଭାବ; ଗୁରୁବାର ଠାରୁ ଏହି ଜିଲାରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲାରେ ବହିବ କେତେ ପବନ..

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ ଆଜି ରାତିରୁ ପାଗରେ ପରିବର୍ତ୍ତନ ହେବ। ଆଜି ଉପକୂଳ ଓଡିଶାରେ ବର୍ଷା ସହ ପବନର ବହିବା ସମ୍ଭାବନା ରହିଛି । କିଛି ସ୍ଥାନରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଗୁରୁବାର ଅର୍ଥାତ୍‌ ଅକ୍ଟୋବର ୨୪ ତାରିଖରେ ୭ ଜିଲାରେ ପ୍ରବଳ ବର୍ଷିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଏହି ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଜଗତସିଂହପୁର, … Continue reading ବାତ୍ୟା ‘ଦାନା’ ପ୍ରଭାବ; ଗୁରୁବାର ଠାରୁ ଏହି ଜିଲାରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ଜିଲାରେ ବହିବ କେତେ ପବନ..