ବାତ୍ୟା ‘ଦାନା’; ଆଜି ସନ୍ଧ୍ୟା ପରଠାରୁ ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ ଆଜି ସନ୍ଧ୍ୟା ପରଠାରୁ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷିବ ।ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଯାଜପୁର, ପୁରୀ ଓ ପାଶ୍ୱର୍ବର୍ତ୍ତୀ କିଛି ଜିଲାରେ ବର୍ଷା ସମ୍ଭାବନା ରହିଛି । ଅକ୍ଟୋବର ୨୪ରେ ଅତି ପ୍ରବଳ ବର୍ଷା ନେଇ ୪ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ … Continue reading ବାତ୍ୟା ‘ଦାନା’; ଆଜି ସନ୍ଧ୍ୟା ପରଠାରୁ ଏସବୁ ଜିଲାରେ ପ୍ରବଳ ବର୍ଷିବ