ସମ୍ଭାବ୍ୟ ବାତ୍ୟା ‘ଦାନା’; ଉତ୍ତର ଓଡିଶାରେ ରହିବ ବେଶୀ ପ୍ରଭାବ – ଆଇଏମ୍‌ଡି ଡିଜି

ଭୁବନେଶ୍ୱର : ଉତ୍ତର ଓଡିଶାରେ ରହିବ ସମ୍ଭାବ୍ୟ ବାତ୍ୟା ‘ଦାନା’ର ବେଶୀ ପ୍ରଭାବ । ଏନେଇ ମଙ୍ଗଳବାର ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଆଇଏମ୍‌ଡି ଡିଜି କହିଛନ୍ତି, ଅବପାତଟି ଆଜି ଗଭୀର ଅବପାତରେ ପରିଣତ ହେବ ।ବୁଧବାର ସକାଳେ ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ।କାଳକ୍ରମେ ଏହା ଭୀଷଣ ବାତ୍ୟାରେ ରୂପାନ୍ତରିତ ହେବ ।୨୪ ରାତି ଓ ୨୫ ସକାଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ ।ପୁରୀରୁ … Continue reading ସମ୍ଭାବ୍ୟ ବାତ୍ୟା ‘ଦାନା’; ଉତ୍ତର ଓଡିଶାରେ ରହିବ ବେଶୀ ପ୍ରଭାବ – ଆଇଏମ୍‌ଡି ଡିଜି