www.samajalive.in
Monday, December 15, 2025
24.1 C
Bhubaneswar

ଦେଖାଗଲା ବାତ୍ୟା ‘ଦାନା’ର ଆଖି, ଚାନ୍ଦବାଲିରେ ଛୁଇଁବ ସ୍ଥଳଭାଗ

ଭୁବନେଶ୍ବର: ବାତ୍ୟା ‘ଦାନା’  ଚାନ୍ଦବାଲିରେ ଛୁଇଁବ ସ୍ଥଳଭାଗ। ଦେଖାଗଲା ବାତ୍ୟା ‘ଦାନା’ର ଆଖି। ପାରାଦ୍ବୀପ ରାଡାରକୁ ଆସିଲା ବାତ୍ୟା ‘ଦାନା’ର ଆଖି। ଆଜି ରାତିରୁ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହେବ।

ବାତ୍ୟା ‘ଦାନା’ ବଙ୍ଗୋପସାଗରରୁ ବଳ ଗୋଟାଇ ଭୀଷଣ ରୂପ ଧାରଣ କରି ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି । ଭୀଷଣ ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଉପକୂଳ ଆଡ଼େ ମୁହାଁଉଛି । ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ସାମାନ୍ୟ ରିକର୍ଭ କରିପାରେ। ‘ଦାନା’  ଯୋଗୁ କେନ୍ଦ୍ରାପଡ଼ା-ଭଦ୍ରକ ଅଧିକ ପ୍ରଭାବିତ ହେବେ। ‘ଦାନା’ର କୋପ ଯୋଗୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଗଲାଣି। ଧୀରେ ଧୀରେ ଏହା ବଢ଼ିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପ୍ରାୟ ୨ ମିଟର ଉଚ୍ଚର ଜୁଆର ଆସିବ ବୋଲି ଜଣାପଡ଼ିଛି।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories