www.samajalive.in
Monday, December 15, 2025
26.1 C
Bhubaneswar

ପାରାଦୀପ-ବାଲେଶ୍ଵର ମଧ୍ୟରେ ସ୍ଥଳଭାଗ ଛୁଇଁବ ‘ଦାନା’ !

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ଆସନ୍ତା ୨୩ ତାରିଖ ଏବଂ ୨୪ ତାରିଖ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ପାରାଦୀପ ଏବଂ ବାଲେଶ୍ଵର ମଧ୍ୟରେ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ କରିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ସହିତ ବାତ୍ୟାର ଗତିପଥ କିପରି ରହିବ ତାହା ମଧ୍ୟ ବିଭାଗ ପକ୍ଷରୁ ଦର୍ଶାଯାଇଛି। ତେବେ ଲଘୁଚାପ ଅବପାତର ରୂପ ନେବା ପରେ ଲ୍ୟାଣ୍ଡଫଲର ପ୍ରକୃତ ସ୍ଥାନ ଜଣାପଡ଼ିବ ବୋଲି କୁହାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories