www.samajalive.in
Monday, December 15, 2025
27.1 C
Bhubaneswar

ବଙ୍ଗୋପସାଗରରେ ବାତ୍ୟା ଡିଟୱା

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟଓ୍ବା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ବାତ୍ୟା ସୃଷ୍ଟି ହୋଇଛି। ଉତ୍ତର-ଉତ୍ତର ପଶ୍ଚିମକୁ ଗତି କରିବ ବାତ୍ୟା। ୩୦ ତାରିଖ ବେଳକୁ ଉତ୍ତର ତାମିଲନାଡୁ-ପୁଡୁଚେରୀ-ଦକ୍ଷିଣ ଆନ୍ଧ୍ରକୁ ମୁହାଁଇବା ନେଇ ସୂଚନା ରହିଛି। ତେବେ ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡୁ ନଥିବା ବେଳେ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ତାମିଲନାଡୁ ଓ ଆନ୍ଧ୍ରରେ ରହିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି । ତେବେ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୩୦ରୁ ଡିସେମ୍ବାର ୨ ତାରିଖ ଭିତରେ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି କିଛି ଜିଲ୍ଲା ମାନଙ୍କରେ ସାମନ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories