www.samajalive.in
Monday, December 15, 2025
24.1 C
Bhubaneswar

ଆଇଏମଡିର ବଡ ସୂଚନା: ୨୭ସକାଳେ ବାତ୍ୟା

ସମାଜ ଡିଜିଟାଲ ଡେସ୍କ: ଆଜି ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆସନ୍ତକାଲି ଅବପାତର ରୂପ ନେବ । ୨୬ ବେଳକୁ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର । ଏବେ ଧୀରେ ଧୀରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଘଣ୍ଟା ପ୍ରତି ୩କି.ମି ବେଗରେ ଗତି କରୁଥିବା କୁହାଯାଇଛି । ତେବେ ବାତ୍ୟା ପାଇଁ ପାଗ ଅନୁକୂଳ ରହିଥିବାରୁ ଏହା ବାତ୍ୟାରେ ପରିଣତ ହୋଇପାରେ । ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହା କେଉଁଠି ସ୍ଥଳଭାଗ ଛୁଇଁବ, ସେନେଇ କୌଣସି ଆକଳନ କରାଯାଇଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories