www.samajalive.in
Friday, December 5, 2025
26.1 C
Bhubaneswar

ସମୁଦ୍ରରେ ବଳ ଗୋଟାଇ ମାଡି ଆସୁଛି ବାତ୍ୟା ‘ମନ୍ଥା’: ଏବେ ଗୋପାଳପୁରରୁ ଏତିକି କି.ମି ଦୂରରେ

ସମାଜ ଡିଜିଟାଲ ଡେସ୍କ: ସମୁଦ୍ରରେ ବାତ୍ୟା ସୃଷ୍ଟି ହେବା ପରେ ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ମନ୍ଥା । ଗତ ୬ଘଣ୍ଟା ଧରି ସମୁଦ୍ରରେ ଏହା ବଳ ଗୋଟାଏ ମାଡି ଆସୁଛି । ବର୍ତ୍ତମାନ ଏହା ଚେନ୍ନାଇଠାରୁ ୫୨୦କିମି ଦୂରରେ ଥିବାବେଳେ, ସ୍ଥଳଭାଗ ଛୁଇଁବା ସ୍ଥାନ କାକିନାଡାଠାରୁ ୫୭୦କିମି ଦୂରରେ ରହିଛି । ସେହିପରି ବିଶାଖାପାଟଣାଠାରୁ ୬୦୦ କିମି ଏବଂ ଗୋପାଳଠାରୁ ୭୫୦କିମି ଦୂରରେ ରହିଛି ମନ୍ଥା । ତେବେ ୨୮ ତାରିଖରେ ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories