www.samajalive.in
Sunday, December 7, 2025
23.1 C
Bhubaneswar

ଡରାଉଛି ‘ବିପର୍ଯ୍ୟୟ’, ୮ ରାଜ୍ୟକୁ ସତର୍କତା ଜାରି

ନୂଆଦିଲ୍ଲୀ: ମାଡ଼ିଆସୁଛି ବାତ୍ୟା ‘ବିପର୍ଯ୍ୟୟ। ଏହାର ମୁକାବିଲା ପାଇଁ ଘନ ଘନ ବୈଠକ କରାଯାଉଛି । ୮ ରାଜ୍ୟକୁ ସତର୍କତା ଜାରି କରାଯାଇଛି। ଗୁଜୁରାଟରେ ୧୭ଟି ଏନଡିଆରଏଫ ଟିମ୍ ମୁତୟନ ହୋଇଥିବାବେଳେ ୩୦ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଆସନ୍ତାକାଲି ଗୁଜରାଟର ସୌରାଷ୍ଟ୍ର-କଚ୍ଛ ଉପକୂଳରେ ମାଡ ହେବ ବାତ୍ୟା । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୫୦ କିମି ବେଗରେ ପବନ ସହ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆରବ ସାଗର ଉପକୂଳବର୍ତ୍ତୀ ରାଜ୍ୟ ଗୁଜରାଟ, ମହାରାଷ୍ଟ୍ର, ଗୋଆ, କେରଳ, କର୍ଣ୍ଣାଟକରେ ବାତ୍ୟା ପ୍ରଭାବ ଦେଖାଯାଇଛି ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories