ଆସୁଛି ବାତ୍ୟା ; ୨୬ ସୁଦ୍ଧା ନେଇପାରେ ଭୀଷଣ ବାତ୍ୟାର ରୂପ ,ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା। ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ। ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ। ଏନେଇ ଗୁରୁବାର ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। ଶୁକ୍ରବାର ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବ ଓଡିଶା ଉପରେ … Continue reading ଆସୁଛି ବାତ୍ୟା ; ୨୬ ସୁଦ୍ଧା ନେଇପାରେ ଭୀଷଣ ବାତ୍ୟାର ରୂପ ,ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ..