www.samajalive.in
Wednesday, December 10, 2025
23.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ନେଇ ରାଜସ୍ୱମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ନେଇ ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିଛି। ବାତ୍ୟା ପାଇଁ ପ୍ରସ୍ତୁତ ରହିବା ପାଇଁ ୩୦ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ, କଲେଜ ଓ ସ୍କୁଲ ପ୍ରସ୍ତୁତ କରାଯାଉଛି। କଲ୍ୟାଣ ମଣ୍ଡପକୁ ମଧ୍ୟ ବ୍ୟବହାର କରାଯାଇପାରିବ। ଏହାସହ ୭ଟି ଜିଲା ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି। ସଜାଗ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଜିଲାରେ ଔଷଧ,ପାନୀୟ ଜଳ,ଡଙ୍ଗାପ୍ରସ୍ତୁତ ହୋଇ ରହିବ ସେଥିପ୍ରତି ମଧ୍ୟ ପ୍ରସ୍ତୁତି ସହ ନଜର ରହିଛି। ସମସ୍ତ ପ୍ରସ୍ତୁତି ଜିଲାସ୍ତରୀୟ କରାଯାଇଥିବା ସମୟରେ ସରକାରଙ୍କ ପକ୍ଷରୁ ସମସ୍ତ ନିର୍ଦ୍ଦେଶ ଦିଆଯାଉଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories