www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ମଧ୍ୟରାତ୍ରିରେ ଅତିକ୍ରମ କରିବ ଭୟଙ୍କର ସାମୁଦ୍ରିକ ଝଡ ‘ରିମାଲ’

ଡେସ୍କ: ଭାରତୀୟ ପାଣିପାଗ ବିଭାଗ – ଆଇଏମଡି ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ରିମାଲ ପଶ୍ଚିମବଙ୍ଗର ସାଗର ଦ୍ୱୀପପୁଞ୍ଜଠାରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପୂର୍ବଦିଗରେ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଘଣ୍ଟାପ୍ରତି ସର୍ବାଧିକ ୧୧୦ରୁ ୧୨୦ କିଲୋମିଟର ବେଗରେ ପବନ ବହିବା ସହ ଆଜି ମଧ୍ୟରାତ୍ରି ସୁଦ୍ଧା ଏହା ଉତ୍ତର ଦିଗକୁ ଗତି କରି ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ବୋଲି ଆଇଏମଡି କହିଛି।

ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ପ୍ରଶାନ୍ତ ଜଗଦ୍ଦେବ ଗିରଫ

- Advertisement -

ଏବେ ଏହି ସାମୁଦ୍ରିକ ଝଡ଼ ପଶ୍ଚିମବଙ୍ଗର ସାଗର ଦ୍ୱୀପପୁଞ୍ଜଠାରୁ ପ୍ରାୟ ୨୭୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପୂର୍ବ, ବାଂଲାଦେଶର ଖେପୁପଡ଼ାଠାରୁ ୨୯୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଏବଂ ପଶ୍ଚିମବଙ୍ଗର କ୍ୟାନିଂଠାରୁ ୩୧୦ କିଲୋମିଟର ଦକ୍ଷିଣ ଦକ୍ଷିଣ ପୂର୍ବରେ ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories