www.samajalive.in
Monday, December 15, 2025
24.1 C
Bhubaneswar

୨୭ ସକାଳେ ବାତ୍ୟା

ସମାଜଲାଇଭ ଡେସ୍କ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରବିବାର ଗଭୀର ଅବପାତରେ ପରିଣତ ହୋଇଛି। ସୋମବାର ଅର୍ଥାତ ୨୭ ତାରିଖ ସକାଳ ସୁଦ୍ଧା ଏହା ସମୁଦ୍ର ଭିତରେ ବାତ୍ୟାର ରୂପ ନେବ। ୨୮ ତାରିଖ ସକାଳେ ଏହା ଭୀଷଣ ବାତ୍ୟା ବା ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ସେହିଦିନ ସନ୍ଧ୍ୟା କିମ୍ବା ରାତି ମଧ୍ୟରେ ସ୍ଥଳଭାଗ ଛୁଇଁବ। ଆନ୍ଧ୍ରପ୍ରଦେଶର ମଛିଲିପତନମ-କଳିଙ୍ଗପତନମ ମଧ୍ୟବର୍ତ୍ତୀ ଇଲାକା କାକିନାଡ଼ା ନିକଟରେ ଏହା ସ୍ଥଳଭାଗ ଅତିକ୍ରମ କରିବ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories