www.samajalive.in
Saturday, December 6, 2025
17.1 C
Bhubaneswar

କର୍ମଚାରୀଙ୍କୁ କେନ୍ଦ୍ର ସରକାରଙ୍କ ଦୀପାବଳି ଭେଟି, ୩% ବଢିବ ମହଙ୍ଗା ଭତ୍ତା?

ନୂଆଦିଲ୍ଲୀ: ଦୀପାବଳି ଅବସରରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେଇପାରନ୍ତି ମୋଦୀ ସରକାର। ସମସ୍ତ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି ନେଇ ଖୁବଶୀଘ୍ର ଘୋଷଣା କରିପାରନ୍ତି କେନ୍ଦ୍ର ସରକାର। ସୂଚନା ମୁତାବକ, କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ୩ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ୧ କୋଟିରୁ ଅଧିକ କର୍ମଚାରୀ ଏବଂ ପେନସନଭୋଗୀ ଉପକୃତ ହେବେ। ସୂତ୍ରରୁ ପ୍ରକାଶ ଯେ, କେନ୍ଦ୍ର ସରକାର ଡିଏ ୩ ପ୍ରତିଶତ ବୃଦ୍ଧି କରିବେ ବୋଲି ଆଶା କରାଯାଉଛି, କିନ୍ତୁ ଏହା ୪ ପ୍ରତିଶତ ମଧ୍ୟ ହୋଇପାରେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories